ଯାଜପୁର: ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଜପୁର ଟାଉନ ସ୍ଥିତ ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଆନ୍ତର୍ଜାଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଜପୁର ଟାଉନ ସ୍ଥିତ ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଆନ୍ତର୍ଜାଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଉଯାଇଛି । ଆଜି ଜିଲ୍ଲା ଭିନ୍ନକ୍ଷମ ବିଭାଗ ଅଧିକାରୀଙ୍କ ନେତୃତ୍ୱରେ ଆୟୋଜିତ ଭିନ୍ନକ୍ଷମ ଦିବସ କାର୍ଯ୍ୟକ୍ରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି ଅତିଥିଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଥିସହିତ ରାଜ୍ୟ ସରକାଙ୍କ ପକ୍ଷରୁ ଭିନ୍ନକ୍ଷମ ଙ୍କ ପାଇଁ ଆରମ୍ଭ ହେଉଥୁବା ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ l