କଣ୍ଟାବାଞ୍ଜି: କଣ୍ଟାବାଞ୍ଜିର ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ପରଲୋକ
କଣ୍ଟାବାଞ୍ଜିର ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବୈକୁଣ୍ଠ ନାଥ ଦାଶଙ୍କ ୮୪ ବର୍ଷ ବୟସରେ ପରଲୋକ ହୋଇଛି। ଓଡ଼ିଶା ସରକାରଙ୍କ ବିଭିନ୍ନ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକତା କରି ସେ ସୁନାମ ଅର୍ଜନ କରିଥିଲେ। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।