ପଦ୍ମପୁର: ରାଜବୋଡ଼ାସମ୍ବର ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ଜିଲ୍ଲା ସ୍ତରୀୟ କବାଡି ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ଆଜି ସକାଳ 11ଟା ସମୟରେ ଜିଲ୍ଲା ସ୍ତରୀୟ କବାଡି ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷାଅଧିକାରୀ ଶ୍ରୀ ଲୋକନାଥ ଭୋଇ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ରାଜବୋଡ଼ାସମ୍ବର ଉଚ୍ଚବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀ ନିରାଲମ୍ବ ପ୍ରସାଦ ପଟେଲ, ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ଏ ବି ଇ ଓ ଶ୍ରୀ ଜୟ କୁମାର ସାହୁ, ଶ୍ରୀ ରାମ ସିଂ ଭୋଇ, ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଶ୍ରୀ ସୋନୁ ଷଡ଼ଙ୍ଗୀ ସତ୍ୟ ସେବା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍