ଆଜି 2ଟା 30 ମିନିଟ ସମୟରେ ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଜିଲ୍ଲାସ୍ତରୀୟ କବାଡି ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷାଅଧିକାରୀ ଶ୍ରୀ ଲୋକନାଥ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ନିରାଲମ୍ବ ପ୍ରସାଦ ପଟେଲ, ଏ ବି ଇ ଓ ଶ୍ରୀ ଜୟକୁମାର ସାହୁ,ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ଶ୍ରୀ ଜିତେନ୍ଦ୍ର କୁମାର ପଣ୍ଡା ଓ ଶ୍ରୀ ସରୋଜ କୁମାର ଷଡ଼ଙ୍ଗୀ ପ୍ରମୁଖ ମଞ୍ଚାସିନ ଥିଲେ। ଜିଲ୍ଲା ସ୍ତରୀୟ କବାଡି ପ୍ରତିଯୋଗିତାକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ଗ