ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ କଳାହାଣ୍ଡି ଜିଲ୍ଲାର ଭବାନିପାଟଣା ସହରାଞ୍ଚଳ ବଡପଡା ୱାର୍ଡ ନମ୍ବର ୧୭ ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂସ୍ଥାନ ନିଦ୍ଦେର୍ଶକ ଶ୍ରୀ ବଳମନ୍ତ ନାୟକ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ । ଏହି IHRPE ସଂସ୍ଥାର ଅଧ୍ୟକ୍ଷ ଓ ରାଷ୍ଟ୍ରୀୟ ସଭାପତି ଡକ୍ଟର ସଂଗ୍ରାମ କେଶରୀ ପାତ୍ର ଙ୍କ ଅଧ୍ୟକ୍ଷତାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା