ରାୟଗଡା: ଆସନ୍ତାକାଲି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Rayagada, Rayagada | Aug 22, 2025
ଆସନ୍ତାକାଲି ରାୟଗଡା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ଶୁକ୍ରବାର ଅପରାହ୍ନରେ ୟେଲୋ ୱାର୍ଣ୍ଣି ଜାରି କଲା ପାଣିପାଗ...