Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana

ପାଟଣାଗଡ: ଦଳପାଲି ରେ ଗ୍ରାମ ପତି ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭସ୍ତମ୍ଭ ସ୍ଥାପନ

Patnagarh, Balangir | Feb 20, 2026
ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ଗ୍ରାମପଞ୍ଚାୟତ ଦଲପାଲି ଗ୍ରାମରେ ନବନିର୍ମିତ ଗ୍ରାମପତି ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ମାର୍ଚ୍ଚ ୬ ରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବାବେଳେ ଶୁକ୍ରବାର ଅପରାହ୍ନରେ ଶୁଭସ୍ତମ୍ଭ ସ୍ଥାପନ ହୋଇଛି। ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ପଞ୍ଚକୁଣ୍ଡିୟ ମହାଯଜ୍ଞ, ଷୋହଳପ୍ରହର ନାମଯଜ୍ଞ, ପାରାୟଣ, ପ୍ରବଚନ, ମିନବଜାର ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ