Public App Logo
Jansamasya
News
पुलिस
Bjp
National
Bihar
बिहार
कांग्रेस
बीजेपी
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Ipl
Rahulgandhi
Haryana
Cricket
शादी
Crimenews
Kolkata
Aap
China

ସୋନପୁର: ସୁବର୍ଣ୍ଣଲୋକ ମହୋତ୍ସବ ପାଇଁ ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସାଂସ୍କୃତିକ କମିଟି ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି

ସୁବର୍ଣ୍ଣପୁର ର ସୁବର୍ଣ୍ଣଲୋକ ମହୋତ୍ସବ ପାଇଁ ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସାଂସ୍କୃତିକ କମିଟି ର ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଡ଼.ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜାନୁୟାରୀ ୭ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁଥିବା ଏହି ମହୋତ୍ସବ ର ପ୍ରତିଦିନ ସଂଧ୍ୟା ରେ ହେବାକୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଶୁଭାରମ୍ଭ ଦିନ ସୁରେଶ୍ଵରୀ ମନ୍ଦିର ଠାରୁ ଏକ ଥିଏଟର ମାର୍ଚ୍ଚ ରେ ଜିଲ୍ଲା ର ଅନ୍ୟୁନ ଏକ ହଜାର କଳାକାର ଯୋଗ ଦେବାପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।

MORE NEWS

ସୋନପୁର: ସୁବର୍ଣ୍ଣଲୋକ ମହୋତ୍ସବ ପାଇଁ ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସାଂସ୍କୃତିକ କମିଟି ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି - Sonapur News