ଆଜି କଳାହାଣ୍ଡି ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ତରଫରୁ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ର ସହଯୋଗରେ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ଦିନିକିଆ ମାଗଣା ସ୍ବାସ୍ଥ୍ୟ ଶିବିର ଆଜି ସ୍ଥାନୀୟ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି ଯୋଗଦେଇ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହିତ ସ୍ୱାସ୍ଥ୍ୟ ଶିବିର ପରିଦର୍ଶନ କରି କର୍ମମୟ ବ୍ୟସ୍ତବହୁଳ ଜୀବନ ରେ ସ୍ୱାସ୍ଥ୍ୟ