କବିସୂର୍ଯ୍ୟନଗର ବ୍ଲକ ଅନ୍ତର୍ଗତ ଖଜାପଲ୍ଲୀ ଠାରେ ଆଜି ଏକ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି.ଓଡ଼ିଶା ସରକାର ଙ୍କ ଗ୍ରାମ୍ୟ ଉନ୍ନୟନ ପକ୍ଷରୁ ପଞ୍ଚାୟତ ସ୍ତରରେ ସ୍ୱାସ୍ଥ୍ୟ ସେବା ଉନ୍ନତି ଲାଗି ୩୦ ଲକ୍ଷ ରୁ ଉର୍ଦ୍ଧ ବ୍ୟୟ ରେ ନିର୍ମାଣ ହେବାକୁ ଥିବା ସ୍ୱାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ବିଧାୟକ ପ୍ରତାପ ଚନ୍ଦ୍ର ନାୟକ।