Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଧର୍ମଗଡ: ସମ୍ପ୍ରସାରିତ ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଧର୍ମଗଡ ରେ ଉଦଘାଟିତ

Dharamgarh, Kalahandi | Jan 15, 2026
ସମ୍ପ୍ରସାରିତ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ଧର୍ମଗଡ ଠାରେ ଉଦଘାଟିତ ହୋଇଯାଇଛି।କାର୍ଯ୍ୟକ୍ରମ ରେ ଉତ୍ସବ କମିଟି ର ଅଧ୍ୟକ୍ଷା ତଥା ଧର୍ମଗଡ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ ଙ୍କ ଅଧ୍ୟକ୍ଷତା ରେ କଳାହାଣ୍ଡି ରାଜ୍ୟସଭା ସାଂସଦ ସୁଜିତ କୁମାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମ ର ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗ ଦେଇଥିଲେ।

MORE NEWS