ରାଉରକେଲାରେ ନବନିର୍ମିତ ସର୍କିଟ ହାଉସ ଉଦଘାଟିତ ହୋଇଯାଇଛି। ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶନିବାର ସଂନ୍ଧ୍ଯାରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍ ମଧ୍ୟ ଉପସ୍ଥିତ ଥିଲେ। ପାନପୋଷସ୍ଥିତ ସ୍ୱତନ୍ତ୍ର ସର୍କିଟ୍ ହାଉସ୍ରେ ପହଞ୍ଚିବା ପରେ ସେଠାରେ ସେ ନୂତନ ସ୍ୱତନ୍ତ୍ର ସର୍କିଟ୍ ହାଉସ୍ ଉଦ୍ଘାଟନ କରିଛନ୍ତି ।