Public App Logo
Jansamasya
Metronews
Jnvu
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Madhyapradesh
Pmmodi
Rahulgandhi
���रियाणा
Haryana
Crimenews
Agra
Cbi
Mathura
���ायल

ହିନ୍ଦୋଳ: ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ସହରରେ ଶୋଭାଯାତ୍ରା

Hindol, Dhenkanal | Dec 3, 2025
ଢେଙ୍କାନାଳ ଜିଲ୍ଲାପ୍ରଶାସନ ପକ୍ଷରୁ ଆଜି ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଛି । ଏହି ଉପଲକ୍ଷେ ସହରର ଇନ୍‌ଡୋର ଷ୍ଟାଡିୟମ ଠାରୁ ଏକ ଶୋଭାଯାତ୍ରା ବାହାରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା । ଜିଲ୍ଲାର ବିଭିନ୍ନ ଅନୁଷ୍ଠାନରୁ ଆସିଥିବା ଶତାଧିକ ଦିବ୍ୟାଙ୍ଗମାନେ ଉପସ୍ଥିତ ଥିଲେ । ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ସେଠୀ ପତାକା ଦେଖାଇ ଶୁଭ ଉଦ୍ଘାଟନ କରିଥିଲେ ।