କଣ୍ଟାମାଳ: କଣ୍ଟାମାଳ ପଲଶାଗୋରା ମହିଳା କଲେଜରେ ବେଟି ବଚାଓ ବେଟି ପଢ଼ାଓ ସଚେତନତା କାର୍ଯ୍ୟକ୍ରମ
କଣ୍ଟାମାଳ ବ୍ଲକ ପଲଶାଗୋରା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବେଟି ବଚାଓ ବେଟି ପଢ଼ାଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ। ଛାତ୍ରୀମାନଙ୍କ ଦ୍ୱାରା ନୃତ୍ୟ, ନାଟକ ଓ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ଶୋଭାଯାତ୍ରା ବାହାର କରାଯାଇଥିଲା।