Public App Logo
Jansamasya
News
Bjp
National
Police
Bihar
India
कांग्रेस
Gujarat
Accident
Congress
Modi
Delhi
Viral
मारपीट
Breakingnews
Narendramodi
Nitishkumar
Madhya_pradesh
Nsui
Madhyapradesh
Pmmodi
Rahulgandhi
Uttarpradesh
Haryana
Cricket
Lucknow
Uttarakhand
Crimenews
Aap

ଜମନକିରା: ବଞ୍ଜାରି ଆଶ୍ରମ ସ୍କୁଲରେ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

Jamankira, Sambalpur | Feb 17, 2026
ଜମନକିରା ବ୍ଲକ ବଡ଼ମାଲ ପଞ୍ଚାୟତ ଅନ୍ତର୍ଗତ ବଞ୍ଜାରି ଆଶ୍ରମ ବିଦ୍ୟାଳୟରେ ମଙ୍ଗଳବାର ଦିନ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଡ଼କ୍ଟର ନୀଳମଣି ଝାଙ୍କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କୁଚିଣ୍ଡା ADWO ଅନିଭା ନାଏକ ଯୋଗଦେଇ ଶିକ୍ଷାର ଆବଶ୍ୟକତା ନେଇ ମତ ବ୍ୟକ୍ତ କରିଥିଲେ।