ତଲସରା: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଡ଼ଗାଁ ବ୍ଳକ ଶିକ୍ଷା ଅଧିକାରୀ ଙ୍କୁ ଶିକ୍ଷକ ସଂଘର ଦାବିପତ୍ର ପ୍ରଦାନ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଶିକ୍ଷକ ସଂଘ ପକ୍ଷରୁ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆଜି ବଡ଼ଗାଁ ବ୍ଳକ ଶିକ୍ଷା ଅଧିକାରୀ ଶାନ୍ତି ମୁନି ସୁରେଖା ହିରୋ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷକ ସଂଘର ସଦସ୍ୟ ମାନେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ।