ବିଜେପୁର: ଭୁବନେଶ୍ୱର ଠାରେ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବର ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ, ଯୋଗଦେଲେ ବିଜେପୁର ବିଧାୟକ
୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବର ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ । ମାନ୍ୟବର ମନ୍ତ୍ରୀ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୁରଜଙ୍କ ଅଧ୍ୟକ୍ଷତାରେ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବର ସଫଳ ଆୟୋଜନ ପାଇଁ ଆଭାସୀ ମାଧ୍ୟମରେ ଏକ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀ ଦେବପ୍ରସାଦ ଦାଶ ପ୍ରଥମେ ସମସ୍ତଙ୍କୁ ସ୍ଵାଗତ