ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ଉପରେ ତଥା ଝଗରପୁର ଠାରେ ଫୋରମ ଫର ଗ୍ରାମସଭା କମିଟି ଆନୁକୁଲ୍ୟରେ ବିଶାଳ ଆଦିବାସୀ ମେଳି ଅନୁଷ୍ଠିତ ହେବା ସହ ରାସ୍ତା ଅବରୋଧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ଏହି କାର୍ଯ୍ୟକ୍ରମରେ ରାଜଗାଙ୍ଗପୁର ପୈରାଧ୍ୟକ୍ଷା ମାଧୁରୀ ଲୁଗୁନ ଅଂଶଗ୍ରହଣ କରି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।