ଧର୍ମଗଡ: ଧର୍ମଗଡ କୋର୍ଟ ରେ ଭାରତୀୟ ସମ୍ବିଧାନ ଦିବସ ପାଳିତ।
ତାଲୁକ ଆଇନ ସେବା ସମିତି ଧର୍ମଗଡ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ୭୬ ତମ ଭାରତୀୟ ସମ୍ବିଧାନ ଦିବସ ପାଳିତ ହୋଇ ଯାଇଛି I କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଜଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ଶ୍ରୀ ସୁରେଶ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସମ୍ବିଧାନ ଦିବସ ର ମହତ୍ୱ ବିଷୟରେ ବକ୍ତବ୍ୟ ରଖିଥିଲେ।