ବାରିପଦା ମ୍ୟୁନିସିପାଲଟି: ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲର ଭିତ୍ତିଭୂମି ବିକାଶ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲା ମାସାଆର୍ମୀ
Baripada M, Mayurbhanj | Aug 18, 2025
ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ହସ୍ପିଟାଲର ଭିତ୍ତିଭୂମି ବିକାଶ ସହିତ ମେଡିକାଲ କଲେଜ ପରିସରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଏକ...