ନାକଟିଦେଉଳ: ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ପରିସରରେ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ
Naktideul, Sambalpur | Aug 22, 2025
ଭାରତ ସରକାର ଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା. ମନ୍ତ୍ରଣାଳୟ ଅଧିନସ୍ଥ ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଶୁକ୍ରବାର ସକାଳେ ନାକଟିଦେଉଳ ସ୍ନାତକ...