ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ପିଡ଼ିଆ ବନ୍ଧ ଠାରୁ ଋଷିକୁଲ୍ୟା ନଦୀ ବନ୍ଧ ପର୍ଯ୍ୟନ୍ତ ନୂତନ ରାସ୍ତା ନିର୍ମାଣ ପାଇଁ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।