ଝାଟିପଦର ପଞ୍ଚୟତରେ ଆସନ୍ତା ତା: ୨୪.୧୧.୨୦୨୫ ରିଖ ଗଞ୍ଜାମ ଜିଲ୍ଲାରେ ଜିଲ୍ଲା ଏବଂ ବ୍ଳକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଜିଲ୍ଲା ସ୍ତରୀୟ ଶିବିରରେ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକଙ୍କ ସହ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗଦେବେ। ବ୍ଲକ ସ୍ତରୀୟ ଶିବିରରେ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତି ରହିବ