Public App Logo
Jansamasya
Crimenews
Education
China
Bareilly
���्रशासन
Agra
Politics
Abvp
���ायल
Fatehpur
Jodhpur
Amitshah
Uppolice
Live
Pratapgarh
Westbengal
Farrukhabad
Mirzapur
Raebareli
Rain
Tikamgarh
Prayagraj
Modiji
���ोगी_आदित्यनाथ
Indianrailways
Letestnews
���ाइक
���ायरल
Arvindkejriwal
No video available

ସୁନ୍ଦରଗଡ ସହର: ଟାଙ୍ଗର ପାଲି ବ୍ଲକ ର ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା

ସୁନ୍ଦରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା କୁନ୍ତୀ ପ୍ରଧାନ ଆଜି ଅପରାହ୍ନ 12 ଟା ସମୟରେ ଟାଙ୍ଗର ପାଲି ବ୍ଲକର ବିଭିନ୍ନ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଦ୍ୟାଳୟ ଗୁଡ଼ିକ ପରିଦର୍ଶନ କରି ବିଭିନ୍ନ ସମସ୍ୟା ଓ ତାର ସମାଧାନ ଦିଗରେ ଆଲୋଚନା କରିଥିଲେ। ରାଜ୍ୟ ସରକାରଙ୍କ ଦ୍ଵାରା 5 ଟି ଅଧୀନରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଚାଲୁ ରହିଛି କିନ୍ତୁ ଏବେବି ଅନେକ ସ୍କୁଲ ବିଭିନ୍ନ ସମସ୍ୟାରେ ରହିଛି ଯାହାକୁ ନେଇ ସେ ଆଲୋଚନା କରିଥିଲେ।