ବରଗଡ: ବିଦ୍ୟୁତ ବିଭାଗ ପକ୍ଷରୁ ଭଟଲି ଛକ ସମେତ ଅନେକ ସ୍ଥାନରେ ବିଦ୍ୟୁତ ସେବା ବନ୍ଦ ନେଇ ଜରୁରୀ ସୂଚନା ପ୍ରଦାନ କରାଗଲା
Bargarh, Bargarh (Baragarh) | Sep 11, 2025
ବରଗଡ଼ ସହରର ବିଭିନ୍ନ ଏରିଆରେ ବିଦ୍ୟୁତ କାଟକୁ ନେଇ ଗୁରୁବାର ସନ୍ଧ୍ୟା 6 ଘଣ୍ଟା ସମୟରେ ଜରୁରୀ ସୂଚନା ପ୍ରଦାନ କଲା ବିଦ୍ୟୁତ ବିଭାଗ | ବରଗଡ଼...