କଟକରେ କଂଗ୍ରେସର ବିକ୍ଷୋଭ: ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ। ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଓ ଗିରଫ ଦାବିରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ। ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦିଆଗଲା ଦାବିପତ୍ର।