ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ କନକତୋରା ଗ୍ରାମର ଯତୀନ କଲ୍ୟାରୀ ଜିଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମର ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଗୌରବ ଅର୍ଜନ କରିଛନ୍ତି l ସେ ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ଆଜି ଅପରାହ୍ନ ୪ ଟାରେ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ଦ୍ୱାରା ପୁରସ୍କୃତ ହେବାସହ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି l ଯତୀନ ଲଖନପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି। କନିଷ୍ଠ ବର୍ଗରେ ଯତୀନ ନିଜ ସୁମଧୁର କଣ୍ଠରେ ଅନେକ ପ୍ରତିଯୋଗୀଙ୍କୁ ପଛରେ ପକାଇ ଏଭ