Public App Logo
Jansamasya
National
Vandebharatexpress
Didyouknow
Shahdara
New_delhi
Delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ବାରିପଦା ମ୍ୟୁନିସିପାଲଟି: ଐତିହାସିକ ଛଉ ପଡ଼ିଆରେ ନୂତନ ଛଉମଞ୍ଚ ଓ ଉନ୍ନତିକରଣ ପ୍ରକଳ୍ପ ର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

Baripada M, Mayurbhanj | Sep 15, 2025
ସୋମବାର ସକାଳ ପ୍ରାୟ ୧୧.୩୦ଟାରେ ବାରିପଦା ସହରର ଐତିହାସିକ ଛଉ ପଡ଼ିଆରେ ୫ କୋଟି ଟଙ୍କା ପ୍ରସ୍ତାବିତ ନୂତନ ଛଉମଞ୍ଚ ଓ ଉନ୍ନତିକରଣ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଏହାର ଶିଳାନ୍ୟାସ କରିଛନ୍ତି।

MORE NEWS