ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୫-୨୬ ସ୍ଥାନୀୟ ପି.ଏମ.ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ,କେନ୍ଦୁଝର ଠାରେ ଅନୁଷ୍ଠିତ ହୋଇଯାଇଛି l ଉଦଘାଟନୀ ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ବରିହା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କୁନି ବୈଜ୍ଞାନିକ ମାନଙ୍କୁ ଅଭିନବ ଚିନ୍ତାଧାରାରେ ପରିବେଶ ଉପଯୋଗୀ ବିଜ୍ଞାନ ପ୍ରକଳ୍ପ ଗୁଡିକୁ ପ୍ରସ୍ତୁତ କରିବା ପାଇଁ ଆହ୍ବାନ ଦେଇଥିଲେ ।