Public App Logo
Jansamasya
National
���ीएसटी
Happydiwali
Railinfra4andhrapradesh
Nextgengst
Cybersecurityawareness
Pmmsy
Diwali2025
Fidfimpact
Matsyasampadasesamriddhi
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds

ଖଲ୍ଲିକୋଟ୍: କେଶପୁର ପଞ୍ଚାୟତ ଅଞ୍ଚଳରେ ବିଷାକ୍ତ ଦ୍ରବ୍ୟପାନ କରି ମହିଳା ଗୁରୁତର, ମେଡ଼ିକାଲରେ ଭର୍ତ୍ତି

Khalikote, Ganjam | Oct 21, 2025
ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ପଞ୍ଚାୟତ ଅଞ୍ଚଳରେ ଆଜି ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟା ସମୟରେ ଜଣେ ମହିଳା ଘରେ ବିଷାକ୍ତ ଦ୍ରବ୍ୟ ପାନ କରିଦେଇ ଥିଲେ । ତୁରନ୍ତ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ନେଇ ଯାଇଥିଲେ । ତେବେ ସେଠାରେ ମହିଳାଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ପ୍ରାଥମିକ ଚିକିତ୍ସା କରାଯାଇ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ମେଡ଼ିକାଲ କୁ ସ୍ଥାନାନ୍ତର କରାଯାଇଥିବା ମେଡ଼ିକାଲ ପକ୍ଷରୁ ସୂଚନା ମିଳିଛି ।

MORE NEWS