ସୋମବାର କଲମପୁର ବ୍ଲକ ଅନ୍ତର୍ଗତ ମଣ୍ଡଳ ପଞ୍ଚାୟତ ଠାରେ ଆୟୋଜିତ କରାଯାଇଥିଲା ଜନ ଅଭିଯୋଗ ଶୁଣାଣୀ ଏବଂ ସମାଧାନ ଶିବିର। ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁରେଶ ଚନ୍ଦ୍ର ପୁଝାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି ଶିବିରରେ ବିଡ଼ିଓ ବିଜୟ କୁମାର ମାଣ୍ଡାଙ୍ଗି ଯୋଗ ଦେଇ ହିତାଧିକାରୀଙ୍କ ଅଭିଯୋଗ ଗ୍ରହଣ କରିଥିଲେ।