ବାରକୋଟ: ଟୁସୁଳା ଗ୍ରାମରେ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ: ବିଜେତାଙ୍କୁ ମିଳିଲା ପୁରସ୍କାର
ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକର ଟୁସୁଳା ଗ୍ରାମରେ ଆୟୋଜିତ ଦ୍ୱିତୀୟ ଦିବସୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ମୁଖ୍ୟ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି ଅରୁଣ କୁମାର ସାହୁ ଯୋଗଦେଇ ବିଜେତା ଦଳକୁ ପୁରସ୍କୃତ କରିଛନ୍ତି।