Public App Logo
Jansamasya
News
���ुलिस
Bjp
National
Bihar
���िहार
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Crimenews
Bareilly
Bcci
Agra
Breaking

ସମ୍ବଲପୁର ମ୍ୟୁନିସିପାଲଟି: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରେ ବୁର୍ଲା ଗଣ୍ଡା ସମାଜ କଲ୍ୟାଣ ପରିଷଦର ପ୍ରତିନିଧି ଦଳ କଲା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ

Sambalpur M, Sambalpur | Apr 23, 2025
ଆଜି ପଦ୍ମଶ୍ରୀ ଡକ୍ଟର ଜିତେନ୍ଦ୍ର ହରିପାଲଙ୍କ ସହ ଗଣ୍ଡା ସମାଜ କଲ୍ୟାଣ ପରିଷଦର ଏକ ପ୍ରତିନିଧି ଦଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ମୋହନ୍ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରେ ସାକ୍ଷାତ କରିଥିଲେ। ଏହି ସାକ୍ଷାତ ସମୟରେ ଗଣ୍ଡା ସମାଜ କଲ୍ୟାଣ ପରିଷଦର ସଭାପତି ନିହାଲ ସିଂ, ଭାରତୀୟ ଦଳିତ ସାହିତ୍ୟ ଏକାଡେମିର ରାଷ୍ଟୀୟ ସମ୍ପାଦକ ଆଇନଜୀବୀ ଦିପକ ରଂଜନ ବାଗ , ପ୍ରଣବ ଦାଶ ପ୍ରମୁଖ ପଶ୍ଚିମ ଓଡିଶାର ବିଭିନ୍ନ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

MORE NEWS