ବସ୍ତା: ସନ୍ତୋଷପୁର ସ୍ଥିତ ସରସ୍ବତୀ ବିଦ୍ୟା ମନ୍ଦିର ରେ ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ବୃକ୍ଷରୋପଣ କାର୍ଯ୍ୟକ୍ରମ
Basta, Balasore | Sep 18, 2025 ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ଆଜି ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୫ତମ ଜନ୍ମ ଦିବସ ଉପଲକ୍ଷେ ‘ଏକ ପେଡ ମା’ କେ ନାମ କାର୍ଯକ୍ରମ ଅଭିଯାନ ଅବସରରେ ପ୍ରକୃତି ବନ୍ଧୁ ସୁମନ୍ତ କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବସ୍ତା ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ପଞ୍ଚାୟତର ସନ୍ତୋଷପୁର ଗ୍ରାମ ସ୍ଥିତ ସରସ୍ବତୀ ବିଦ୍ୟା ମନ୍ଦିର ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଛାତ୍ର ଛାତ୍ରୀ,ଗୁରୁଜୀ ଗୁରୁମା ଏବଂ ସ୍ଥାନୀୟ ବୁଦ୍ଧିଜୀବୀ ଉପସ୍ଥିତ ରହି ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ କରିଥିଲେ