Public App Logo
Jansamasya
News
पुलिस
Bjp
National
Police
Bihar
बिहार
कांग्रेस
मौत
बीजेपी
विधायक
Congress
Modi
Delhi
Viral
Odisha
Rajasthan
अमित_शाह
दिल्ली
Breakingnews
Narendramodi
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
शादी

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଜୟଦେବଭବନ ଠାରେ ଆୟୋଜିତ ପ୍ରାଣନାଥ ପଟ୍ଟନାୟକଙ୍କ ସ୍ମୃତିସଭାରେ ଯୋଗ ଦେଲେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ

ରବିବାର ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଆୟୋଜିତ ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ, ଓଡ଼ିଶାରେ ସାମ୍ୟବାଦୀ ଆନ୍ଦୋଳନର ପ୍ରମୁଖ କର୍ଣ୍ଣଧାର, ପୂର୍ବତନ ବିଧାୟକ ତଥା ଶିକ୍ଷାବିତ୍ ସ୍ବର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ "ସ୍ମୃତିସଭା" ଓ "ପ୍ରାଣନାଥ ସମ୍ମାନ -୨୦୨୫ ପ୍ରଦାନ ଉତ୍ସବ ସମାରୋହରେ ଓଡ଼ିଶାର ମହାମହିମ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପତି, ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ଙ୍କ ଉପସ୍ଥିତିରେ ସ୍ଥାପତ୍ୟ କଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ପଦ୍ମଶ୍ରୀ ଅଦ୍ଵୈତ ଗଡ଼ନାୟକ , ବିଶିଷ୍ଟ ଶିକ୍ଷାବିତ୍ ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି , ବିଶିଷ୍ଟ ଲେଖିକା ତଥା ସମାଜସେବିକା