Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଚିଙ୍ଗୁଡ଼ି ଘାଇ ଧୋବାପଲ୍ଲୀ ଠାରେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ ପ୍ରତାପ ଚନ୍ଦ୍ର ନାୟକ

Kabisuryanagar, Ganjam | Jan 10, 2026
ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ୩୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ବ୍ୟୟରେ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ପାଇଁ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଚିଙ୍ଗୁଡ଼ିଖୋଲ ପଞ୍ଚାୟତ ଧୋବାପଲ୍ଲୀ ଠାରେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ,ନୂତନ ସରକାର ଆସିବା ପରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ନିର୍ମାଣ ହେବ ସ୍ବାସ୍ଥ୍ୟ ଉପକେନ୍ଦ୍ର
କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଚିଙ୍ଗୁଡ଼ି ଘାଇ ଧୋବାପଲ୍ଲୀ ଠାରେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ ପ୍ରତାପ ଚନ୍ଦ୍ର ନାୟକ - Kabisuryanagar News