Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଓସ୍ୱାନହଲ ଠାରେ ଆଭାସୀ ମାଧ୍ୟମରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର 5ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୋମବାରଦିନ ପାଖପାଖି ୨ଟା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଓସୱାନ ହଲ୍ ଠାରେ ଆଭାସୀ ମାଧ୍ୟମରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର 5 ଟି ରାସ୍ତାର ଉନ୍ନତ୍ତି କରଣ ପ୍ରକଳ୍ପର ଶିଳାନ୍ୟାସ କରା ଯାଇଛି | ଭୁବନେଶ୍ବର ଠାରେ ଆୟୋଜିତ ଉତ୍ସବରୁ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଳାନ୍ୟାସ କରିଥିବା ବେଳେ ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ l