ଷଣ୍ଢା ପାଖରେ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଗୁରୁତର ଆହତ ବ୍ୟକ୍ତି ବିରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି । ଆଜି ସଂଧ୍ୟା ପ୍ରାୟ ୭ଟା ବେଳେ ଷଣ୍ଢା ପାଖରେ ଜଣେ ବାଇକ ଆରୋହି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ଥ ହୋଇଛନ୍ତି। ଘଟଣା ସ୍ଥଳରୁ କିଛି ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ କୁ ଫୋନ କରି ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିବା ସୂଚନା ମିଳିଛି।ତେବେ ଦୁର୍ଘଟଣା ଗ୍ରସ୍ଥ ବ୍ୟକ୍ତି ଜଣକ ଚେତାସୁନ୍ୟ ଥିବାରୁ ଏପର୍ଯ୍ୟନ୍ତ ତାଙ୍କ ପରିଚୟ ମିଳି ପାରିନାହିଁ।