ରେମୁଣା: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ସାଉ ଛକସ୍ଥିତ ପ୍ରତିମୂର୍ତ୍ତିରେ ବିଜେଡି ପକ୍ଷରୁ ମାଲ୍ୟାର୍ପଣ
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ସାଉ ଛକସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ। । ଏନେଇ ରେମୁଣା ନିର୍ବାଚନ ମଣ୍ଡଳୀ ଗେଙ୍ଗୁଟି ପଞ୍ଚାୟତ ସାଉ ଛକଠାରେ ଥବା ପ୍ରତିମୂର୍ତ୍ତିରେ ବିଜୁ ଜନତା ଦଳ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି। ଏଥିରେ ଯୁବନେତା ଚନ୍ଦନ ମଲ୍ଲିକଙ୍କ ସମେତ ସ୍ଥାନୀୟ ଅଞ୍ଚଳର ବରିଷ୍ଠ ନେତା ଉପସ୍ଥିତ ଥିଲେ।