Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଭଞ୍ଜନଗର: ଭଞ୍ଜନଗରରେ ଚାଲିଥିବା ଭଞ୍ଜ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ୍, ମରାଠା ଏକାଦଶ ଚାମ୍ପିୟନ

Bhanjanagar, Ganjam | Nov 30, 2025
ଗଞ୍ଜାମ ଜିଲା ଭଞ୍ଜନଗରରେ ଚାଲିଥିବା ଭଞ୍ଜ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ୍‌ରେ ମରାଠା ଏକାଦଶ ୩-୧ ଗୋଲରେ ଚାମ୍ପିଅନ ହୋଇଛି। ଶ୍ରେଷ୍ଠ ଗୋଲ କିପର ସୁନ୍ଦରଗଡର ବିଷ୍ଠୁ, ଶ୍ରେଷ୍ଠ ଡିଫେଣ୍ଡର ଖେଳାଳି ମରାଠା ଏକାଦଶର ସିପୁ , ମ୍ୟାନ ଅଫ ଦି ମ୍ୟାଚ ମରାଠା ଏକାଦଶର ଜଳିଆ, ମ୍ୟାନ ଅଫ୍‌ ଟୁର୍ନାମେଣ୍ଟ ସୁନ୍ଦରଗଡ଼ର ଆକାଶ ଓରାମଙ୍କୁ ପୁରସ୍କାର ସ୍ୱରୂପ ସାଇକେଲ ପ୍ରଦାନ କରାଯାଇଛି। ରବିବାର ସଂଧ୍ୟାରେ ପୁରସ୍କାର ବିତରଣ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାମ୍ପିଅନ ଦଳକୁ ୫୫ ହଜାର ୫୫୫ ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ।

MORE NEWS