କାମାକ୍ଷାନଗର: ବଣସିଂହ ଆଞ୍ଚଳିକ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ଡ. ନବୀନ ପତିଙ୍କ ପରଲୋକ
ବଣସିଂହ ଆଞ୍ଚଳିକ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ଅର୍ଥନୀତି ବିଭାଗର ଅଧ୍ୟାପକ ଡ. ନବୀନ ପତିଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଶିକ୍ଷାଜଗତରେ ଶୋକର ଛାୟା।