Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Uttar_pradesh
Congress
Modi
Delhi
Viral
Crime
शिक्षा
शराब
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
यूपी
स्कूल
Bhopal

ବୀରମିତ୍ରପୁର: ନୂଆଗାଁ ପାଣ୍ଡି ଅନ୍ତର୍ଗତ ନୂଆଗାଁ ଗ୍ରାମପଞ୍ଚାୟତର ଅଞ୍ଚଳର ମାର୍କେଟରେ ଥିବା ଦୋକାନରେ ଲାଗିଲା ନିଆଁ

ନୂଆଗାଁ ପାଣ୍ଡି ଅନ୍ତର୍ଗତ ନୂଆଗାଁ ଗ୍ରାମପଞ୍ଚାୟତର ଅଞ୍ଚଳର ମାର୍କେଟରେ ଥିବା ଦୋକାନରେ ନିଆଁ ଲାଗିଯାଇଛି।ପୋଲିସ ସୂତ୍ରରୁ ପ୍ରକାଶ ଯେ, ଆଜି ସନ୍ଧ୍ୟାରେ ହଠାତ୍ କୌଣସି କାରଣରୁ ଦୋକାନରେ ନିଆ ଲାଗିଯାଇଥିଲା। ନୂଆଗାଁ ଫାଣ୍ଡି ଅଧିକାରୀ ପ୍ରଫୁଲ୍ଲ କୁମାର ସେଠୀ ଖବର ପାଇ ସଙ୍ଗେସଙ୍ଗେ ଅଗ୍ନିଶମ ବିଭାଗକୁ ଯୋଗାଯୋଗ କରିଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

MORE NEWS