ବାଲିପାଟଣା: ଖୋର୍ଦ୍ଧାରେ ଅଭାବନୀୟ ଘଟଣା: ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ, ଜଣେ ଗୁରୁତର
ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ବେଳେ ପୋଖରୀରେ ବୁଡ଼ି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି, ଅନ୍ୟ ଜଣେ ଗୁରୁତର ଅଛନ୍ତି। ଏହି ଘଟଣା ପରେ କ୍ରୀଡ଼ା ପ୍ରତିଯୋଗିତାକୁ ସ୍ଥଗିତ ରଖାଯାଇଛି।