ବୌଦ୍ଧ ସଦର: ବ୍ରାମ୍ହଣୀ ପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିକଶିତ ଭାରତ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା
ମଙ୍ଗଳବାର ଦିନ 1 ଘଣ୍ଟା ସମୟରେ ଆଦିମ ଅଧିବାସୀ ଏକତା ମଞ୍ଚ ବୌଦ୍ଧ ତରଫରୁ ବୌଦ୍ଧ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀପାଲି ଗ୍ରାମପଂଚାୟତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବିକଶିତ ଭାରତ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି | ବିଦ୍ୟାଳୟର ଅଧ୍ୟାପକ ରମାକାନ୍ତ ପଣ୍ଡା, ଅଧ୍ୟାପକ ଶ୍ରବଣ ମାହାର, ଅଧାପକ ଅଶୋକ ଦନ୍ତାଙ୍କ ତତ୍ଵା ବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା l