ଗଞ୍ଜାମ ଜିଲ୍ଲା ଛତ୍ରପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୧୧ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ମଧ୍ୟାହ୍ନରେ ଅନୁଷ୍ଠିତ ବୈଠକରେ ବ୍ଲକ ଅଧ୍ଯକ୍ଷାକଂ ସଭାପତିତ୍ୱରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଉପାଧ୍ୟକ୍ଷ, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।