ବାସୁଦେବପୁର: ବାସୁଦେବପୁର ବିଜେଡି କାର୍ଯ୍ୟାଳୟରେ ବିଧାୟକଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବ ଅନୁଷ୍ଠିତ
ବାସୁଦେବପୁର ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଆଜି ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ବାଲିମେଦ ପଞ୍ଚାୟତର କର୍ମୀ ଓ ନେତୃମଣ୍ଡଳୀ ଅନ୍ୟ ଦଳ ପରିତ୍ୟାଗ କରି ବିଜେଡିରେ ଯୋଗ ଦେଇଛନ୍ତି।