ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୋଗ ଦେଲେ ଡେପୁଟି କଲେକ୍ଟର ଦୀପ୍ଶିତା ବେହେରା
ଓଡ଼ିଶା ଲୋକସେବା ଆୟୋଗ ପରୀକ୍ଷାରେ ୧୬ତମ ରାଙ୍କ ହାସଲ କରିଥିବା ଦୀପ୍ଶିତା ବେହେରା ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ ଯୋଗ ଦେଇଛନ୍ତି। ତାଙ୍କର ଏହି ନୂତନ ଦାୟିତ୍ୱ ଗ୍ରହଣକୁ ନେଇ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।