ଧର୍ମଶାଳା: ଦଶରଥପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
ସୋମବାର 2ଟା ସମୟରେ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଦଶରଥପୁର ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୭୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୦ ଗୋଟି, ଗୋ