Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
भाजपा
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
शादी
Crimenews
Bhind
Breaking
Election
Politics

ପୋଲସରା: ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

Polasara, Ganjam | Jan 15, 2026
ଗଞ୍ଜାମ ଜିଲ୍ଲା ପୋଲସରା ସହରର ସର୍ଵ ପୁରାତନ ଏକ ମାତ୍ର ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅମୀୟ ପ୍ରସାଦ ସାହୁ ଅଧ୍ୟକ୍ଷତା କରିବା ସହ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ଯୋଗ ଦେଇ ନାରୀ ଶିକ୍ଷାର ବିକାଶ ହେଲେ ଶିକ୍ଷାର ବିକାଶ ସୁନିଶ୍ଚିତ। ସମାଜ ଗଠନରେ ନାରୀଙ୍କ ଭୂମିକା ସର୍ବାଗ୍ରେ ମତ ରଖିଥିଲେ l