ରାଜ୍ୟ ବିଧାନସଭାର ନବମ ଷ୍ଟାଣ୍ଡିଂ କମିଟି ଶୁକ୍ରବାର ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି।ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସନାତନ ବିଜୁଳି ଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଷ୍ଟାଣ୍ଡିଂ କମିଟିର ସଦସ୍ୟ ମାନ୍ୟବର ବିଧାୟକ ଦେବିରଞ୍ଜନ ତ୍ରିପାଠୀ,ଅରବିନ୍ଦ ମହାପାତ୍ର,ଅମର କୁମାର ନାୟକ, ଦୁଷ୍ମନ୍ତ କୁମାର ସ୍ବାଇଁ,ନିଳମଣି ବିଷୋୟୀ ଓ ପବିତ୍ର ସାଉଁତା ଙ୍କ ସମେତ ସ୍ଥାନୀୟ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ପ୍ରମୁଖ ଜଗନ୍ନାଥପ୍ରସାଦ ଓ ଭଞ୍ଜନଗର ବ୍ଲକର ବିଭିନ୍ନ ପ୍ରକଲ୍ପ ବୁଲି ଦେଖିବା ପରେ ସରକାରୀ